Isaiah 28:20 — Compare Translations
5 translations compared side by side
Odia - 1840
"ତୁମ୍ଭକୁ ଆବୃତ କରିବା ପାଇଁ ତୁମ୍ଭ ଶୟ୍ଯା େଛାଟ ହବେ। କୌଣସି କମ୍ବଳ ତୁମ୍ଭକୁ ଆବୃତ କରିପାରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ଆପଣାକୁ ଲମ୍ଵାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଆବୃତ କରିବା ପାଇଁ ତୁମ୍ଭ ଶଯ୍ୟା ଛୋଟ ହେବ। କୌଣସି କମ୍ବଳ ତୁମ୍ଭକୁ ଆବୃତ କରି ପାରିବ ନାହିଁ। ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।
Odia IRV 2017 (ଓଡିଆ ବାଇବେଲ)
କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।