Isaiah 28:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପାରାସୀମ ପର୍ବତ ରେ ଉଠିଲାପରି ଉଠିବେ। ଗିବିଯୋନ ଉପତ୍ୟକା ରେ ଯେପରି କ୍ରୋଧାନ୍ବିତ ହାଇେଥିଲେ, ସହେିପରି କୋର୍ଧ କରିବେ। ସେତବେେଳେ ସେ ଅଦ୍ଭୁତକାର୍ୟ୍ଯ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ୟ୍ଯ ତଥା ଅଲୌକିକ କାର୍ୟ୍ଯ ସମ୍ପନ୍ନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେପରି ଉଠିବେ, ଯେପରି ଗିବୀୟୋନର ତଳଭୂମିରେ, ସେପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ ⇧।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପାରାସୀମ ପର୍ବତରେ ଉଠିଲାପରି ଉଠିବେ। ଗିବିୟୋନ ଉପତ୍ୟକାରେ ଯେପରି କ୍ରୋଧାନ୍ୱିତ ହୋଇଥିଲେ, ସେହିପରି କ୍ରୋଧ କରିବେ। ସେତେବେଳେ ସେ ଅଦ୍ଭୂତକାର୍ଯ୍ୟ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ଯ୍ୟ ତଥା ଅଲୌକିକ କାର୍ଯ୍ୟ ସମ୍ପନ୍ନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
Odia IRV 2017 (ଓଡିଆ ବାଇବେଲ)