Isaiah 28:22 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଆଉ ତୁମ୍ଭମାନେେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଚାରି ପାଖ ରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆଉ ତୁମ୍ଭେମାନେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଗ୍ଭରି ପାଖରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହେବ। କାରଣ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ବାକ୍ୟ ଆମ୍ଭେ ଯାହା ଶୁଣିଛୁ ତାହା ଅନ୍ୟଥା ହେବ ନାହିଁ। ଯେହେତୁ ସେ ସମଗ୍ର ବିଗ୍ଭର ଶାସନକର୍ତ୍ତା, ତାଙ୍କର ବାକ୍ୟ ଓ କାର୍ଯ୍ୟ ନିଶ୍ଚିତରୂପେ କାର୍ଯ୍ୟକାରୀ ହେବ। ଆଉ ସେ ସମଗ୍ର ବିଶ୍ୱକୁ ନିଶ୍ଚିତ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।