Isaiah 28:23 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମନୋୟୋଗ ସହକା ରେ ଆମ୍ଭର ବାକ୍ଯ ପ୍ରତି ଧ୍ଯାନ ଦିଅ ଓ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନ୍ୟାୟରେ ଦଣ୍ଡ ଦିଅନ୍ତି ତୁମ୍ଭେମାନେ ମନୋଯୋଗ ସହକାରେ ଆମ୍ଭର ବାକ୍ୟ ପ୍ରତି ଧ୍ୟାନ ଦିଅ ଓ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।