Isaiah 28:24 — Compare Translations

5 translations compared side by side

Odia - 1840
"କୃଷକ କ'ଣ ବୀଜ ବପନ ପାଇଁ ସର୍ବଦା ଜମିକୁ କର୍ଷଣ କରେ? ସେ କ'ଣ ସର୍ବଦା ଭୂମିକୁ ଶିଆର କରି ଟକୋ ଭାଙ୍ଗେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶୀଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?
Odia Bible ERV 2004 (ପବିତ୍ର ବାଇବଲ)
କୃଷକ କ’ଣ ବୀଜ ବପନ ପାଇଁ ସର୍ବଦା ଜମିକୁ କର୍ଷଣ କରେ? ସେ କ’ଣ ସର୍ବଦା ଭୂମିକୁ ଶିଆର କରି ଟେଳା ଭାଙ୍ଗେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?
Odia IRV 2017 (ଓଡିଆ ବାଇବେଲ)
କୃଷକ ବୀଜ ବୁଣିବା ପାଇଁ କ’ଣ ନିତ୍ୟ ହଳ ବୁଲାଏ? ସେ କ’ଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?