Isaiah 28:25 — Compare Translations
5 translations compared side by side
Odia - 1840
"କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପ ରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନ ରେ ୟବ ଏବଂ କ୍ଷେତ୍ରର ସୀମା ରେ ଜହ୍ନୀ ବୁଣିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚିଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନରେ ଯବ ଏବଂ କ୍ଷେତ୍ରର ସୀମାରେ ଜହ୍ନା ବୁଣିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେ କ’ଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କ’ଣ ଜହ୍ନା ବୁଣେ ନାହିଁ?