Isaiah 28:26 — Compare Translations
5 translations compared side by side
Odia - 1840
"ଆମର ପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କୁ ଶିକ୍ଷା ଦବୋକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦଖାଇେ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ତାହାର ପରମେଶ୍ଵର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦେଖାଇ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।