Isaiah 28:27 — Compare Translations

5 translations compared side by side

Odia - 1840
"କୃଷକ କ'ଣ କଳାଜିରାକୁ କୌଣସି ତୀକ୍ଷ୍ମ ପତ୍ର ରେ ପଷେେ? ସେ କ'ଣ ଜିରା ଅମଳ କରିବା ପାଇଁ ଶକଟ ଚକ୍ର ବୁଲାଏ? ସେ ୟଷ୍ଟି ବ୍ଯବହାର କରି ସମାନଙ୍କେୁ ଅମଳ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ତରେ ପିଟାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
କୃଷକ କ’ଣ କଳାଜିରାକୁ କୌଣସି ତୀ‌କ୍ଷ୍‌ଣ ପତ୍ରରେ ପେଷେ? ସେ କ’ଣ ଜିରା ଅମଳ କରିବା ପାଇଁ ଶକଟ ଚକ୍ର ବୁଲାଏ? ସେ ଯଷ୍ଟି ବ୍ୟବହାର କରି ସେମାନଙ୍କୁ ଅମଳ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।