Isaiah 28:29 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଏହି ଶିକ୍ଷା ମିଳିଥାଏ। ସେ ଆଶ୍ଚର୍ୟ୍ଯ ଜନକ ମନ୍ତ୍ରଣା ଦିଅନ୍ତି ଓ ପ୍ରକୃତ ରେ ସେ ଜ୍ଞାନ ରେ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଏହି ଶିକ୍ଷା ମିଳିଥାଏ। ସେ ଆଶ୍ଚର୍ଯ୍ୟ ଜନକ ମନ୍ତ୍ରଣା ଦିଅନ୍ତି ଓ ପ୍ରକୃତରେ ସେ ଜ୍ଞାନରେ ମହାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
Odia IRV 2017 (ଓଡିଆ ବାଇବେଲ)
ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।