Isaiah 28:3 — Compare Translations
5 translations compared side by side
Odia - 1840
"ଇଫ୍ରଯିମର ମତ୍ତ ଲୋକମାନଙ୍କ ଦର୍ପସ୍ବରୂପ ମୁକୁଟ' ପଦ ତଳେ ଦଳିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମର ମତ୍ତ ଲୋକମାନଙ୍କ “ଦର୍ପସ୍ୱରୂପ ମୁକୁଟ’ ପଦ ତଳେ ଦଳିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;