Isaiah 28:4 — Compare Translations
5 translations compared side by side
Odia - 1840
"ପର୍ବତ ଉପରିସ୍ଥ ଫଳଶାଳୀ ଉପତ୍ୟକା ବେଷ୍ଟିତ ମୁକୁଟ ସଦୃଶ ସୁନ୍ଦର ଦେଶ ମ୍ଲାନ ପୁଷ୍ପ ପାଲଟିବ।' ସହେି ନଗର ଗ୍ରୀଷ୍ମକାଳର ପ୍ରଥମ ପକ୍ବ ଡ଼ିମିରି ଫଳ ସଦୃଶ ହବେ। ଯେକହେି ତାକୁ ଦେଖିବ ଶୀଘ୍ର ତାକୁ ତୋଳିବ ଓ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବାମାତ୍ର ଗ୍ରାସ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପର୍ବତ ଉପରିସ୍ଥ ଫଳଶାଳୀ ଉପତ୍ୟକା ବେଷ୍ଟିତ “ମୁକୁଟ ସଦୃଶ ସୁନ୍ଦର ଦେଶ ମ୍ଳାନ ପୁଷ୍ପ ପାଲଟିବ।’ ସେହି ନଗର ଗ୍ରୀଷ୍ମକାଳର ପ୍ରଥମ ପକ୍ୱ ଡିମ୍ବିରି ଫଳ ସଦୃଶ ହେବ। ଯେକେହି ତାକୁ ଦେଖିବ ଶୀଘ୍ର ତାକୁ ତୋଳିବ ଓ ଗ୍ରାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ୱିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବା ମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।