Isaiah 28:5 — Compare Translations

5 translations compared side by side

Odia - 1840
"ସଦେିନ ସର୍ବଶକ୍ତିମାନ ସଦାପ୍ରଭୁ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ବହୁତ ସୁନ୍ଦର ମୁକୁଟ' ସଦୃଶ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ଵରୂପ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସର୍ବଶକ୍ତିମାନ ସଦାପ୍ରଭୁ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ “ବହୁତ ସୁନ୍ଦର ମୁକୁଟ” ସଦୃଶ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
Odia IRV 2017 (ଓଡିଆ ବାଇବେଲ)
ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;