Isaiah 28:7 — Compare Translations
5 translations compared side by side
Odia - 1840
"ମାତ୍ର ବର୍ତ୍ତମାନ ସହେି ପ୍ରାଚୀନ ବ୍ଯକ୍ତିଗଣ ଦ୍ରାକ୍ଷାରସ ରେ ଭ୍ରାନ୍ତ ହାଇେଛନ୍ତି ଓ ସୁରାପାନ ରେ ବିପଥଗାମୀ ହାଇେଛନ୍ତି। ଯାଜକ ଓ ଭବିଷ୍ଯଦ୍ବକ୍ତା ସୁରାପାନ ଦ୍ବାରା ବିଭ୍ରାନ୍ତ ହାଇେଛନ୍ତି। ଦ୍ରାକ୍ଷାରସ ସମାନଙ୍କେୁ ଗ୍ରାସ କରିଅଛି ଓ ସମାନେେ ସୁରାପାନ ଦ୍ବାରା ବିପଥରେ ୟାଇଛନ୍ତି। ସମାନେେ ଦର୍ଶନ ରେ ଭ୍ରାନ୍ତ ହୁଅନ୍ତି ଓ ବିଚାର ରେ ଝୁଣ୍ଟି ପଡ଼ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ଵାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ଵାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ଵାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବର୍ତ୍ତମାନ ସେହି ପ୍ରାଚୀନ ବ୍ୟକ୍ତିଗଣ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଛନ୍ତି ଓ ସୁରାପାନରେ ବିପଥଗାମୀ ହୋଇଛନ୍ତି। ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ବିଭ୍ରାନ୍ତ ହୋଇଛନ୍ତି। ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି ଓ ସେମାନେ ସୁରାପାନ ଦ୍ୱାରା ବିପଥରେ ଯାଇଛନ୍ତି। ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି ଓ ବିଗ୍ଭରରେ ଝୁଣ୍ଟି ପଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
Odia IRV 2017 (ଓଡିଆ ବାଇବେଲ)