Isaiah 28:8 — Compare Translations

5 translations compared side by side

Odia - 1840
"ସମସ୍ତ ମଜେ ବାନ୍ତି ରେ ପରିପୂର୍ଣ୍ଣ। ସଠାେ ରେ ମଇଳା ପାଇଁ ୟଥେଷ୍ଟ କଠାେରୀ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ମେଜ ବାନ୍ତିରେ ପରିପୂର୍ଣ୍ଣ। ସେଠାରେ ମଇଳା ପାଇଁ ଯଥେଷ୍ଟ କୋଠରୀ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।