Isaiah 28:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଜ୍ଞାନ ଶିକ୍ଷା ଦବୋକୁ ଇଚ୍ଛା କରନ୍ତି। ଓ ତାଙ୍କ ସୁସମାଚାର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁଗ୍ଧ ପୋଷ୍ଯ ଶିଷ୍ଯ ସଦୃଶ ବୁଝିବାକୁ ଅକ୍ଷମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କ ଦାସମାନଙ୍କୁ ସାହାଯ୍ୟ କରିବାକୁ ଇଚ୍ଛା କରନ୍ତି “ସଦାପ୍ରଭୁ ଜ୍ଞାନ ଶିକ୍ଷା ଦେବାକୁ ଇଚ୍ଛା କରନ୍ତି। ଓ ତାଙ୍କ ସୁସମାଗ୍ଭର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁ‌ଗ୍‌ଧ ପୋଷ୍ୟ ଶିଶୁ ସଦୃଶ ବୁଝିବାକୁ ଅକ୍ଷମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
Odia IRV 2017 (ଓଡିଆ ବାଇବେଲ)
ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?