Isaiah 29:1 — Compare Translations

5 translations compared side by side

Odia - 1840
"ପରମେଶ୍ବର କୁହନ୍ତି, ହାୟ ଅରୀଯଲେ, ଅରୀଯଲେ, ଦାଉଦର ଛାଉଣୀ ନଗର। ବର୍ଷକୁ ବର୍ଷ ୟୋଗ କର। ପର୍ବଗୁଡ଼ିକ ପାଳି ଅନୁକ୍ରମେ ଆସୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି-ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ପାଇଁ ପରମେଶ୍ୱରଙ୍କ ପ୍ରେମ ପରମେଶ୍ୱର କୁହନ୍ତି, “ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର। ବର୍ଷକୁ ବର୍ଷ ଯୋଗ କର। ପର୍ବଗୁଡ଼ିକ ପାଳି ଅନୁକ୍ରମେ ଆସୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
Odia IRV 2017 (ଓଡିଆ ବାଇବେଲ)
ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;