Isaiah 29:10 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପ ରେ ଘାରେ ନିଦ୍ରାଜନକ ଆତ୍ମା ଢ଼ାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ଯଦ୍ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ଯଦ୍ ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ଵରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି ⇧।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ୟଦ୍ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।