Isaiah 29:11 — Compare Translations

5 translations compared side by side

Odia - 1840
"ସେସବୁ ଜିନିଷର ଦୃଶ୍ଯବଦ୍ଧ ପୁସ୍ତକ ପରି! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦବେ ୟିଏ ପଢ଼ିପାରିବ ଏବଂ କହିବ, ଏହାକୁ ପଢ଼। ସେ କହିବ, ମୁଁ କରି ନ ପା ରେ, ଏହା ବନ୍ଦ ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି ଏହା ପାଠ କର କହିଲେ, ସେ କହେ, ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ;
Odia Bible ERV 2004 (ପବିତ୍ର ବାଇବଲ)
ସେସବୁ ଜିନିଷର ଦୃଶ୍ୟବଦ୍ଧ ପୁସ୍ତକ ପରି! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦେବ ଯିଏ ପଢ଼ିପାରିବ ଏବଂ କହିବ, “ଏହାକୁ ପଢ଼। ସେ କହିବ, ମୁଁ କରି ନ ପାରେ, ଏହା ବନ୍ଦ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।”