Isaiah 29:13 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ କୁହନ୍ତି, ସମାନଙ୍କେର ମୁଖ ସହିତ ଏହି ଲୋକମାନେ ମାେ ପାଖକୁ ଆସନ୍ତି। ସମାନେେ ନିଜର ଓଷ୍ଠାଧାର ରେ ମାରେ ସମ୍ମାନ କରନ୍ତି। ମାତ୍ର ପ୍ରକୃ ରେ ସମାନେେ ମାଠାରୁେ ବହୁତ ଦୂ ରଇେ ରହନ୍ତି। ମାେ ପ୍ରତି ସମାନଙ୍କେର ଭୟ ଓ ପ୍ ରମେ ଅନ୍ୟ କିଛି ନୁହେଁ, କିନ୍ତୁ କବଳେ ମାନବିକ ଶିକ୍ଷା ଓ େ ବେଳବେଳେ ଉପଦେଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପ୍ରଭୁ କହିଲେ, ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ କୁହନ୍ତି, “ସେମାନଙ୍କର ମୁଖ ସହିତ ଏହି ଲୋକମାନେ ମୋ’ ପାଖକୁ ଆସନ୍ତି। ସେମାନେ ନିଜର ଓଷ୍ଠାଧରରେ ମୋର ସମ୍ମାନ କରନ୍ତି। ମାତ୍ର ପ୍ରକୃତରେ ସେମାନେ ମୋ’ଠାରୁ ବହୁତ ଦୂରେଇ ରହନ୍ତି। ମୋ’ ପ୍ରତି ସେମାନଙ୍କର ଭୟ ଓ ପ୍ରେମ ଅନ୍ୟ କିଛି ନୁହେଁ, କିନ୍ତୁ କେବଳ ମାନବିକ ଶିକ୍ଷା ଓ ବେଳେବେଳେ ଉପଦେଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”