Isaiah 29:14 — Compare Translations

5 translations compared side by side

Odia - 1840
"ତେଣୁ ଏହି ଲୋକମାନଙ୍କୁ ଚକିତ କରିବା ପାଇଁ ମୁଁ ଅଦ୍ଭୁତ ଓ ଆଶ୍ଚର୍ୟ୍ଯ କର୍ମମାନ କରି ଚାଲିବି। ସମାନଙ୍କେର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହବେ ଓ ସମାନଙ୍କେର ବିବକେୀ ଲୋକମାନେ ସମାନଙ୍କେର ବୁଦ୍ଧି ହରାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହି ଲୋକମାନଙ୍କୁ ଚକିତ କରିବା ପାଇଁ ମୁଁ ଅ‌‌ଦ୍‌‌ଭୂତ ଓ ଆଶ୍ଚର୍ଯ୍ୟ କର୍ମମାନ କରି ଗ୍ଭଲିବି। ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନେ ସେମାନଙ୍କର ବୁଦ୍ଧି ହରାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।