Isaiah 29:15 — Compare Translations

5 translations compared side by side

Odia - 1840
"ଯେଉଁମାନେ ସଦାପ୍ରଭୁଙ୍କଠା ରେ ନିଜ ନିଜ ମନ୍ତ୍ରଣାକୁ ଲୁଚାଇବାକୁ ଚେଷ୍ଟା କରନ୍ତି ସମାନେେ ଦୁଃଖ ପାଆନ୍ତି। ସମାନେେ ଅନ୍ଧକାର ରେ ନିଜ ନିଜର କୁକର୍ମ କରନ୍ତି ଓ କୁହନ୍ତି, କହେି ଆମ୍ଭମାନଙ୍କୁ ଦେଖୁ ନାହିଁ କି କହେି ଆମ୍ଭମାନଙ୍କୁ ଚିହ୍ନୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ରଣ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ସଦାପ୍ରଭୁଙ୍କଠାରେ ନିଜ ନିଜ ମନ୍ତ୍ରଣାକୁ ଲୁଗ୍ଭଇବାକୁ ଚେଷ୍ଟା କରନ୍ତି ସେମାନେ ଦୁଃଖ ପାଆନ୍ତି। ସେମାନେ ଅନ୍ଧକାରରେ ନିଜ ନିଜର କୁକର୍ମ କରନ୍ତି ଓ କୁହନ୍ତି, “କେହି ଆମ୍ଭମାନଙ୍କୁ ଦେଖୁ ନାହିଁ କି କେହି ଆମ୍ଭମାନଙ୍କୁ ଚିହ୍ନୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”
Odia IRV 2017 (ଓଡିଆ ବାଇବେଲ)