Isaiah 29:16 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବିଷଯକୁ ଓଲଟାଇ ପକାଇବ। କୁମ୍ଭକାର କ'ଣ ମାଟିର ତୁଲ୍ଯ ହବେ? ନିର୍ମିତ ବସ୍ତୁ କ'ଣ ନିର୍ମାଣ କର୍ତ୍ତା ବିଷଯ ରେ କହିବ, ଏ ବ୍ଯକ୍ତି ମାେତେ ନିର୍ମାଣ କରି ନାହିଁ।' ପୁଣି ଗଢ଼ାବସ୍ତୁ କ'ଣ ବ୍ଯକ୍ତି ବିଷଯ ରେ କହିବ, ଏ ବ୍ଯକ୍ତିର ବୁଦ୍ଧି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ, ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ଵା ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଇବ। କୁମ୍ଭକାର କ’ଣ ମାଟିର ତୁଲ୍ୟ ହେବ? ନିର୍ମିତ ବସ୍ତୁ କ’ଣ ନିର୍ମାଣ କର୍ତ୍ତା ବିଷୟରେ କହିବ, “ଏ ବ୍ୟକ୍ତି ମୋତେ ନିର୍ମାଣ କରି ନାହିଁ।” ପୁଣି ଗଢ଼ାବସ୍ତୁ କ’ଣ ବ୍ୟକ୍ତି ବିଷୟରେ କହିବ, “ଏ ବ୍ୟକ୍ତିର ବୁଦ୍ଧି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?”
Odia IRV 2017 (ଓଡିଆ ବାଇବେଲ)