Isaiah 29:17 — Compare Translations
5 translations compared side by side
Odia - 1840
"ଏହା ସତ୍ଯ ଯେ, ଅତି ଅଳ୍ପ ସମୟ ପ ରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ର ରେ ପରିଣତ ହବେ ଓ ଫଳବତୀ କ୍ଷେତ୍ର ଅରଣ୍ଯ ରେ ପରିଣତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ୍ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ନୋହିବ?
Odia Bible ERV 2004 (ପବିତ୍ର ବାଇବଲ)
ସୁସମୟ ଆସୁଛି ଏହା ସତ୍ୟ ଯେ, ଅତି ଅଳ୍ପ ସମୟ ପରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ରରେ ପରିଣତ ହେବ ଓ ଫଳବତୀ କ୍ଷେତ୍ର ଅରଣ୍ୟରେ ପରିଣତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ?