Isaiah 29:18 — Compare Translations

5 translations compared side by side

Odia - 1840
"ପୁଣି ସହେି ଦିନ ରେ ବଧିର ପୁସ୍ତକର ବାକ୍ଯ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧିଅରେ ଅନ୍ଧ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧ୍ୟରେ ଅନ୍ଧ ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ।