Isaiah 29:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କଠା ରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧିଅରେ ଦରିଦ୍ରମାନେ ଇଶ୍ରାୟେଲର ଧର୍ମ ସ୍ବରୂପଙ୍କଠା ରେ ଉଲ୍ଲାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କଠାରେ ଉଲ୍ଲାସ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କଠାରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମ ସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।