Isaiah 29:2 — Compare Translations

5 translations compared side by side

Odia - 1840
"ତବେେ ମୁଁ ଅରୀଯଲକେୁ ଦୁଃଖ ଦବେି। ନଗରଟି ଶୋକ ଓ ବିଳାପ ରେ ପୂର୍ଣ୍ଣ ହବେ। ମାତ୍ର ତାହା ଆମ ପ୍ରତି ଦାହସ୍ଥାନ ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମୁଁ ଅରୀୟେଲକୁ ଦୁଃଖ ଦେବି। ନଗରଟି ଶୋକ ଓ ବିଳାପରେ ପୂର୍ଣ୍ଣ ହେବ। ମାତ୍ର ତାହା ଆମ ପ୍ରତି ଦାହସ୍ଥାନ ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।