Isaiah 29:20 — Compare Translations
5 translations compared side by side
Odia - 1840
"ନିଷ୍ଠୁର ଲୋକ ଦଣ୍ଡ ଭୋଗିବେ। ନିନ୍ଦୁକମାନେ ଶାନ୍ତ ହାଇେଛନ୍ତି ଓ ଅଧର୍ମକାର୍ୟ୍ଯ କରୁଥିବା ବ୍ଯକ୍ତି ଧ୍ବଂସ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭୟଙ୍କର ଲୋକ ଅକିଞ୍ଚନ ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ନିଷ୍ଠୁର ଲୋକ ଦଣ୍ଡ ଭୋଗିବେ। ନିନ୍ଦୁକମାନେ ଶାନ୍ତ ହୋଇଛନ୍ତି ଓ ଅଧର୍ମକାର୍ଯ୍ୟ କରୁଥିବା ବ୍ୟକ୍ତି ଧ୍ୱଂସ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;