Isaiah 29:21 — Compare Translations

5 translations compared side by side

Odia - 1840
"ସମାନେେ କଥା ରେ ଉତ୍ତମ ଲୋକଙ୍କୁ ଦୋଷୀ କରନ୍ତି। ନଗର ଦ୍ବାର ରେ ଦୋଷୟୁକ୍ତ କରିବାକୁ ଫାନ୍ଦ ବସାନ୍ତି ଓ ଅକାରଣ ରେ ଧାର୍ମିକ ପ୍ରତି ଅନ୍ଯାଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ଵାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କଥାରେ ଉତ୍ତମ ଲୋକଙ୍କୁ ଦୋଷୀ କରନ୍ତି। ନଗର ଦ୍ୱାରରେ ଦୋଷଯୁକ୍ତ କରିବାକୁ ଫାନ୍ଦ ବସାନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।