Isaiah 29:22 — Compare Translations

5 translations compared side by side

Odia - 1840
"ତେଣୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷଯ ରେ ଏହିପରି କୁହନ୍ତି, ହେ ଯାକୁବ, ତୁମ୍ଭେ ଏବେ ଲଜ୍ଜିତ ହବେ ନାହିଁ କିମ୍ବା ତୁମ୍ଭର ମୁଖ ମଳିନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବ୍ରହାମଙ୍କର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କୁହନ୍ତି, “ହେ ଯାକୁବ, ତୁମ୍ଭେ ଏବେ ଲଜ୍ଜିତ ହେବ ନାହିଁ କିମ୍ବା ତୁମ୍ଭର ମୁଖ ମଳିନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ।