Isaiah 29:23 — Compare Translations
5 translations compared side by side
Odia - 1840
"ସେ ଯେତବେେଳେ ମାରେ ହସ୍ତକୃତ କର୍ମ ସ୍ବରୂପ ତାହାର ସନ୍ତାନଗଣଙ୍କୁ ନିଜ ମଧିଅରେ ଦେଖିବ ସେତବେେଳେ ସମାନେେ ମାରେ ନାମକୁ ପବିତ୍ର ବୋଲି ମାନିବେ। ଆଉ ମଧ୍ଯ ଯାକୁବର ଧର୍ମସ୍ବରୂପକୁ ପବିତ୍ର ବୋଲି ମାନିବେ ଓ ଇଶ୍ରାୟେଲର ପରମେଶ୍ବରଙ୍କୁ ସମ୍ମାନ ଓ ଭକ୍ତି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ଵରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ଵରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ଵରଙ୍କୁ ସମ୍ଭ୍ରମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେତେବେଳେ ମୋର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣଙ୍କୁ ନିଜ ମଧ୍ୟରେ ଦେଖିବେ ସେତେବେଳେ ସେମାନେ ମୋର ନାମକୁ ପବିତ୍ର ବୋଲି ମାନିବେ। ଆଉ ମଧ୍ୟ ଯାକୁବର ଧର୍ମସ୍ୱରୂପକୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଓ ଭକ୍ତି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
Odia IRV 2017 (ଓଡିଆ ବାଇବେଲ)