Isaiah 29:24 — Compare Translations

5 translations compared side by side

Odia - 1840
"ବହୁ ମନ୍ଦ କର୍ମ ରେ ଳିପ୍ତ ଭ୍ରାନ୍ତମନାମାନେ ବୁଦ୍ଧିପ୍ରାପ୍ତ ହବେେ ଓ ଅଭିଯୋଗକାରୀ ତତ୍ତ୍ବକଥା ଶିଖିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ଵ-କଥା ଶିଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ମନ୍ଦ କର୍ମରେ ଳିପ୍ତ ଭ୍ରାନ୍ତମନାମାନେ ବୁଦ୍ଧିପ୍ରାପ୍ତ ହେବେ ଓ ଅଭିଯୋଗକାରୀ ତତ୍ତ୍ୱକଥା ଶିଖିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”