Isaiah 29:3 — Compare Translations

5 translations compared side by side

Odia - 1840
"ପୁଣି ମୁଁ ଚତୁର୍ଦ୍ଦିଗ ରେ ତୁମ୍ଭ ବିରୁଦ୍ଧ ରେ ଛାଉଣୀ ସ୍ଥାପନ କରିବି। ତୁମ୍ଭ ବିପକ୍ଷ ରେ ଗଡ଼ ସୃଷ୍ଟି କରିବି ଯେ କି ତୁମ୍ଭକୁ ବେଷ୍ଟନ କରିବ ଓ ତୁମ୍ଭ ପ୍ରତିକୂଳ ରେ ତାହା ତୁମ୍ଭକୁ ଅନୁରୋଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ମୁଁ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବି। ତୁମ୍ଭ ବିପକ୍ଷରେ ଗଡ଼ ସୃଷ୍ଟି କରିବି ଯେ କି ତୁମ୍ଭକୁ ବେଷ୍ଟନ କରିବ ଓ ତୁମ୍ଭ ପ୍ରତିକୂଳରେ ତାହା ତୁମ୍ଭକୁ ଅନୁରୋଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।