Isaiah 29:4 — Compare Translations
5 translations compared side by side
Odia - 1840
"ଏଥି ରେ ତୁମ୍ଭେ ଅବନତ ହବେ ଓ ଭୂମିରୁ କଥା କହିବ। ଧୂଳି ଉପରୁ ତୁମ୍ଭର ସ୍ବର କ୍ଷୀଣ ହବେ ଓ ତାହା ଭୂତର ସ୍ବର ତୁଲ୍ଯ ହବେ। ତୁମ୍ଭର ସ୍ବର ଧୂଳି ଉପରୁ ଫୁସଫୁସ ଶବ୍ଦ ସ୍ବର ରେ କହିଲା ପରି ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ଵରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ଫୁସ୍ ଶଦ୍ଦ ଉଠିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ। ଧୂଳି ଉପରୁ ତୁମ୍ଭର ସ୍ୱର କ୍ଷୀଣ ହେବ ଓ ତାହା ଭୂତର ସ୍ୱର ତୁଲ୍ୟ ହେବ। ତୁମ୍ଭର ସ୍ୱର ଧୂଳି ଉପରୁ ଫୁସ୍ଫୁସ୍ ଶବ୍ଦ ସ୍ୱରରେ କହିଲା ପରି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ ଫୁସ୍ ଶବ୍ଦ ଉଠିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ଫୁସ୍ ଶବ୍ଦ ଉଠିବ।