Isaiah 29:5 — Compare Translations

5 translations compared side by side

Odia - 1840
"ତୁମ୍ଭର ଶତ୍ରୁଗଣ ସୂକ୍ଷ୍ମଧୂଳି ସଦୃଶ ଅଗଣିତ ହବେେ। ନିଷ୍ଠୁର ଲୋକମାନଙ୍କର ଗହଳି ତୁଷ ତୁଲ୍ଯ ହବେ ଓ ଏସବୁ ନିମିଷକରେ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ଶତ୍ରୁଗଣର ଲୋକାରଣ୍ୟ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକାରଣ୍ୟ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶତ୍ରୁଗଣ ସୂକ୍ଷ୍ମଧୂଳି ସଦୃଶ ଅଗଣିତ ହେବେ। ନିଷ୍ଠୁର ଲୋକମାନଙ୍କର ଗହଳି ତୁଷ ତୁଲ୍ୟ ହେବ ଓ ଏସବୁ ନିମିଷକରେ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।