Isaiah 29:6 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ଭୂମିକମ୍ପ, ଘଡ଼ଘଡ଼ି, ଭୟଙ୍କର ଗର୍ଜନ ଝଡ଼, ଘୂର୍ଣ୍ଣିବାଯୁ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ଆସିବେ ଏବଂ ତାକୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ ଓ ଭୂମିକମ୍ପ ଓ ମହାଶଦ୍ଦ, ଘୂର୍ଣ୍ଣିବାୟୁ ଓ ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ଵ ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ ଭୂମିକମ୍ପ, ଘଡ଼ଘଡ଼ି, ଭୟଙ୍କର ଗର୍ଜନ ଝଡ଼, ଘୂର୍ଣ୍ଣିବାୟୁ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ଆସିବେ ଏବଂ ତାକୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।