Isaiah 29:7 — Compare Translations

5 translations compared side by side

Odia - 1840
"ବହୁଜାତିଗଣ ଅରୀଯଲେ ବିପକ୍ଷ ରେ ୟୁଦ୍ଧ କରିବେ, ଏବଂ ତାହାର ସୁଦୃଢ଼ ଦୁର୍ଗ ଭିତରକୁ ପ୍ରବେଶ କରିବେ, ତାହା ରାତ୍ରିକାଳିନ ସ୍ବପ୍ନ ଓ ଦର୍ଶନ ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକାରଣ୍ୟ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ଵପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ଜାତିଗଣ ଅରୀୟେଲ ବିପକ୍ଷରେ ଯୁଦ୍ଧ କରିବେ, ଏବଂ ତାହାର ସୁଦୃଢ଼ ଦୁର୍ଗ ଭିତରକୁ ପ୍ରବେଶ କରିବେ, ତାହା ରାତ୍ରିକାଳୀନ ସ୍ୱପ୍ନ ଓ ଦର୍ଶନ ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)