Isaiah 29:8 — Compare Translations
5 translations compared side by side
Odia - 1840
"ଯେପରି ସ୍ବପ୍ନ ରେ କ୍ଷୁଧାର୍ତ୍ତ ଖାଏ ଏବଂ ତୃଷାର୍ତ୍ତ ପିଏ। କିନ୍ତୁ ବାସ୍ତବ ରେ ସହେି ସଂପୃକ୍ତ ଲୋକମାନେ କ୍ଷୁଧାର୍ତ୍ତ ଏବଂ ତୃଷାର୍ତ୍ତ ଥାନ୍ତି, ଠିକ୍ ସହେିପରି ସହେି ଜାତିଗଣ ସିୟୋନ ପାଇଁ ସମାନଙ୍କେର ଇଚ୍ଛା ଅନୁସାରେ କିଛି କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେପରି କ୍ଷୁଧିତ ଲୋକ ସ୍ଵପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ଵପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକାରଣ୍ୟ ସେପରି ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ସ୍ୱପ୍ନରେ କ୍ଷୁଧାର୍ତ୍ତ ଖାଏ ଏବଂ ତୃଷାର୍ତ୍ତ ପିଏ। କିନ୍ତୁ ବାସ୍ତବରେ ସେହି ସଂପୃକ୍ତ ଲୋକମାନେ କ୍ଷୁଧାର୍ତ୍ତ ଏବଂ ତୃଷାର୍ତ୍ତ ଥା’ନ୍ତି, ଠିକ୍ ସେହିପରି ସେହି ଜାତିଗଣ ସିୟୋନ ପାଇଁ ସେମାନଙ୍କର ଇଚ୍ଛା ଅନୁସାରେ କିଛି କରି ପାରିବେ ନାହିଁ। ସେହିପରି ସିୟୋନ ପର୍ବତର ବିପକ୍ଷରେ ଯୁଦ୍ଧ କରୁଥିବା ବହୁ ଗୋଷ୍ଠୀଗଣ ନିଜ ଇଚ୍ଛା ଅନୁସାରେ ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେପରି କ୍ଷୁଧିତ ଲୋକ ସ୍ୱପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ୱପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକସମୂହ ସେହିପରି ହେବେ।
Odia IRV 2017 (ଓଡିଆ ବାଇବେଲ)