Isaiah 29:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନ ରେ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନରେ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।