Isaiah 3:1 — Compare Translations
5 translations compared side by side
Odia - 1840
"ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି। ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଯିହୁଦା ଓ ୟିରୁଶାଲମ ଯାହା ଉପ ରେ ନିର୍ଭର କରନ୍ତି ସେ ସମସ୍ତ ଜିନିଷ କାଢ଼ିନବେେ। ପରମେଶ୍ବର ସମସ୍ତ ଅନ୍ନ ଓ ଜଳ ଦୂ ରଇେ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ଵରୂପ ସମସ୍ତ ଯଷ୍ଟି ଓ ଜଳ ସ୍ଵରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି। ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମ ଯାହା ଉପରେ ନିର୍ଭର କରନ୍ତି ସେ ସମସ୍ତ ଜିନିଷ କାଢ଼ିନେବେ। ପରମେଶ୍ୱର ସମସ୍ତ ଅନ୍ନ ଓ ଜଳ ଦୂରେଇ ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;