Isaiah 3:10 — Compare Translations

5 translations compared side by side

Odia - 1840
"ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ । ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ;
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଲୋକମାନଙ୍କୁ କୁହ, ସେମାନେ ଉତ୍ତମଫଳ ଭୋଗ କରିବେ। ସେମାନେ ସେମାନଙ୍କର ସୁକର୍ମ ଯୋଗୁଁ ପୁରସ୍କୃତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।