Isaiah 3:11 — Compare Translations
5 translations compared side by side
Odia - 1840
"ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଦୁରାଗ୍ଭରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହେବ। ସେମାନଙ୍କୁ ବହୁକଷ୍ଟ ଆସିବ। ସେମାନେ ସେମାନଙ୍କର କୁକର୍ମ ଯୋଗୁଁ ଦଣ୍ଡିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।