Isaiah 3:12 — Compare Translations
5 translations compared side by side
Odia - 1840
"ବାଳକମାନେ ମାରେ ଲୋକମାନଙ୍କୁ ପରାଜିତ କରିବେ ଓ ସ୍ତ୍ରୀମାନେ ମାରେ ଲୋକମାନଙ୍କୁ ଶାସନ କରିବେ। ହେ ମାରେ ଲୋକମାନେ, ତୁମ୍ଭମାନଙ୍କର ପଥପ୍ରଦର୍ଶକ ତୁମ୍ଭମାନଙ୍କୁ ବିପଥଗାମୀ କରୁଛନ୍ତି। ସମାନେେ ତୁମ୍ଭମାନଙ୍କୁ ନ୍ଯାଯପଥରୁ ଦୂ ରଇେ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି । ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବାଳକମାନେ ମୋର ଲୋକମାନଙ୍କୁ ପରାଜିତ କରିବେ ଓ ସ୍ତ୍ରୀମାନେ ମୋର ଲୋକମାନଙ୍କୁ ଶାସନ କରିବେ। ହେ ମୋର ଲୋକମାନେ, ତୁମ୍ଭମାନଙ୍କର ପଥପ୍ରଦର୍ଶକ ତୁମ୍ଭମାନଙ୍କୁ ବିପଥଗାମୀ କରୁଛନ୍ତି। ସେମାନେ ତୁମ୍ଭମାନଙ୍କୁ ନ୍ୟାୟପଥରୁ ଦୂରେଇ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ’ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।