Isaiah 3:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଲୋକମାନଙ୍କର ବିଚାର ପାଇଁ ଠିଆ ହେଉଛନ୍ତି। ସେ ଜାଗି ଉଠିବେ ଓ ତାଙ୍କର ଲୋକମାନଙ୍କ ବିଚାର କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣାର ଲୋକମାନଙ୍କ ସମ୍ବନ୍ଧରେ ପରମେଶ୍ୱରଙ୍କ ନିଷ୍ପତ୍ତି ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର ପାଇଁ ଠିଆ ହେଉଛନ୍ତି। ସେ ଜାଗି ଉଠିବେ ଓ ତାଙ୍କର ଲୋକମାନଙ୍କ ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।