Isaiah 3:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସମାନଙ୍କେ ବିରୁଦ୍ଧ ରେ ବିଚାର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସେମାନଙ୍କ ବିରୁଦ୍ଧରେ ବିଗ୍ଭର ଦେବେ। ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଯିହୁଦାର ଦ୍ରାକ୍ଷାକ୍ଷେତ୍ରକୁ ଭସ୍ମ କରି ଦେଇଛ। ଦରିଦ୍ରମାନଙ୍କର ଧନକୁ ଲୁଣ୍ଠନ କରିଛ ଏବଂ ସେହି ଧନ ଏବେ ମଧ୍ୟ ତୁମ୍ଭମାନଙ୍କ ଗୃହରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;