Isaiah 3:15 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କେଉଁ ଅଧିକାର ରେ ମାରେ ଲୋକମାନଙ୍କୁ ଅତ୍ଯାଚାର କଲ? କେଉଁ ଅଧିକାର ରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ?' ମାରେ ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କେଉଁ ଅଧିକାରରେ ମୋର ଲୋକମାନଙ୍କୁ ଅତ୍ୟାଗ୍ଭର କଲ? କେଉଁ ଅଧିକାରରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ?” ମୋର ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ’ଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।