Isaiah 3:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୁଣି କୁହନ୍ତି, ସିୟୋନର ନାରୀମାନେ ଅତି ଅହଙ୍କାରିଣୀ ହୁଅନ୍ତି। ସମାନେେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠା ବୋଲି ଦଖାଇେ ହାଇେ ମଥା ଉନ୍ନତ୍ତ କରି ବୁଲନ୍ତି। ସମାନେେ କଟାକ୍ଷପାତ କରି ଚଞ୍ଚଳ ଗତି ରେ ଚାଲିଲା ବେଳେ ସମାନଙ୍କେର ପାଦର ନୂପୁର ରୁଣୁଝୁଣୁ ହୁଏ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ଵାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶଦ୍ଦ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କୁହନ୍ତି, “ସିୟୋନର ନାରୀମାନେ ଅତି ଅହଙ୍କାରିଣୀ ହୁଅନ୍ତି। ସେମାନେ ଅନ୍ୟମାନଙ୍କଠାରୁ ଶ୍ରେଷ୍ଠା ବୋଲି ଦେଖାଇ ହୋଇ ମଥା ଉନ୍ନତ୍ତ କରି ବୁଲନ୍ତି। ସେମାନେ କଟାକ୍ଷପାତ କରି ଚଞ୍ଚଳ ଗତିରେ ଗ୍ଭଲିଲାବେଳେ ସେମାନଙ୍କର ପାଦର ନୂପୁର ରୁଣୁଝୁଣୁ ହୁଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;