Isaiah 3:17 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ସହେି ସିୟୋନ କନ୍ଯାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସହେି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତସ୍ଥାନ ଅନାବୃତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସେହି ସିୟୋନ କନ୍ୟାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସେହି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।