Isaiah 3:24 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ଲୋକମାନଙ୍କର ସୁଗନ୍ଧ ଦ୍ରବ୍ଯ ବଦଳ ରେ ଦୁର୍ଗନ୍ଧ ଓ କ୍ଲଦେ ରେ, କଟିବସ୍ତ୍ର ରଜ୍ଜୁ ରେ ସୁନ୍ଦର ମଥା ବିନା କେଶ ରେ ଉତ୍ସବକାଳୀନ ପୋଷାକ ଲୋତକ ପୂର୍ଣ୍ଣ ଏବଂ ଦୁଃଖ ବସ୍ତ୍ର ରେ ସମାନଙ୍କେ ସୌନ୍ଦର୍ୟ୍ଯ ମୁଖମଣ୍ଡଳ କ୍ଷତ ଚିହ୍ନ ଏବଂ ଅସୁନ୍ଦର ଦାଗ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସୁଗନ୍ଧି-ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ ଓ କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ ଓ ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀଲୋକମାନଙ୍କର ସୁଗନ୍ଧ ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ଓ କ୍ଲେଦରେ, କଟିବସ୍ତ୍ର ରଜ୍ଜୁରେ ସୁନ୍ଦର ମଥା ବିନା କେଶରେ ଉତ୍ସବକାଳୀନ ପୋଷାକ ଲୋତକ ପୂର୍ଣ୍ଣ ଏବଂ ଦୁଃଖ ବସ୍ତ୍ରରେ ସେମାନଙ୍କ ସୌନ୍ଦର୍ଯ୍ୟ ମୁଖମଣ୍ଡଳ କ୍ଷତ ଚିହ୍ନ ଏବଂ ଅସୁନ୍ଦର ଦାଗ ବହନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।