Isaiah 3:25 — Compare Translations

5 translations compared side by side

Odia - 1840
"ସହେି ସମୟରେ ତୁମ୍ଭର ପୁରୁଷଗଣ ଖଡ୍ଗ ଘାତ ରେ ଓ ୟୋଦ୍ଧାଗଣ ୟୁଦ୍ଧ ରେ ନିହତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପୁରୁଷମାନେ ଖଡ଼୍‍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ତୁମ୍ଭର ପୁରୁଷଗଣ ‌‌ଖ‌ଡ଼୍‌ଗ ଘାତରେ ଓ ଯୋଦ୍ଧାଗଣ ଯୁଦ୍ଧରେ ନିହତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।