Isaiah 3:26 — Compare Translations
5 translations compared side by side
Odia - 1840
"ସିୟୋନ ନଗର ରେ ଦ୍ବାରଦେଶ ଶାେକ ଓ ବିଳାପ ରେ ମୁଖରିତ ହବେ। ୟିରୁଶାଲମ ଚୋରଦ୍ବାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ଯ ହାଇେ ପଡ଼ି ରହିବ। ସେ ଭୂମି ଉପ ରେ ବସି କବଳେ ବିଳାପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନର ନଗର-ଦ୍ଵାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନ ନଗରରେ ଦ୍ୱାରଦେଶ ଶୋକ ଓ ବିଳାପରେ ମୁଖରିତ ହେବ। ଯିରୁଶାଲମ ଗ୍ଭେରଦ୍ୱାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ୟ ହୋଇ ପଡ଼ି ରହିବ। ସେ ଭୂମି ଉପରେ ବସି କେବଳ ବିଳାପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।
Odia IRV 2017 (ଓଡିଆ ବାଇବେଲ)
ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।